NEET ପ୍ରବେଶିକା ପରୀକ୍ଷାରେ ରେକର୍ଡ କଲେ ଓଡ଼ିଆ ଛାତ୍ର

ଭୁବନେଶ୍ୱର: ପ୍ରକାଶ ପାଇଲା NEET ପ୍ରବେଶିକା ପରୀକ୍ଷା ରେଜଲ୍ଟ। NEET ପରୀକ୍ଷାରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଛାତ୍ର ସୋଏବ୍‌ ଅଫତାବ। ସେ ଏଥରର NEET ପରୀକ୍ଷାରେ ଟପ୍ପର ହୋଇଛନ୍ତି। ଖାଲି ଟପ୍ପର ନୁହେଁ, ଶତପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି ସୋଏବ। ଯାହା ରାଜ୍ୟ ପାଇଁ ଗୌରବର କଥା ନିଶ୍ଚୟ।

ମୋଟ ୭୨୦ରୁ ୭୨୦ ନମ୍ବର ରଖିଛନ୍ତି ସୋଏବ। ୧୮ ବର୍ଷୀୟ ସୋଏବଙ୍କ ଘର ରାଉରକେଲା ଆଜାଦବସ୍ତିରେ। ସେ ଓଡ଼ିଶାର ପ୍ରଥମ ଛାତ୍ର ଭାବେ ସୋଏବ NEET ଟପ୍ପର ହୋଇଥିବା ସୂଚନା ମିଳିଛି। ଏମିତିକି NEETରେ ୧୦୦% ମାର୍କ  ରଖିବାରେ ମଧ୍ୟ ସୋଏବ ପ୍ରଥମ ବୋଲି କୁହାଯାଉଛି।

 

 

ଆହୁରି ପଢ଼ନ୍ତୁ

ତୀର ମାଡ଼ରେ ଯୁବକଙ୍କ ମୃତ୍ୟୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

You might also like