ରାଜସ୍ଥାନରେ ଫସି ରହିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବାକୁ ଦାବି

ରାୟଗଡ଼ା: ରାଜସ୍ଥାନର କୋଟାରେ ମେଡିକାଲ କୋଚିଂ ନେଉଥିବା ରାୟଗଡ଼ା ଅଞ୍ଚଳର କେତେକ ଛାତ୍ର ଲକଡାଉନ ପାଇଁ ଫସି ରହିଛନ୍ତି। ସେମାନଙ୍କୁ କୋଟାରୁ ଉଦ୍ଧାର କରି ଆଣିବା ଲାଗି ପରିବାର ଲୋକେ ଜିଲ୍ଲାପାଳଙ୍କୁ ଭେଟି ନିବେଦନ କରିଛନ୍ତି।

ଅନ୍ୟ ରାଜ୍ୟର ଛାତ୍ରଛାତ୍ରୀମାନେ ସେମାନଙ୍କ ରାଜ୍ୟ ସରକାରଙ୍କ ଉଦ୍ୟମରେ ନିଜ ଅଞ୍ଚଳକୁ ଫେରିଥିବାବେଳେ କେବଳ ଓଡ଼ିଆ ଚାତ୍ରଛାତ୍ରୀ ଅଟକି ରହିଛନ୍ତି। ଏଣୁ ସେମାନଙ୍କୁ ଉଦ୍ଧାର କରି ଆଣିବା ଲାଗି ପ୍ରଶାସନକୁ ନିବେଦନ କରିଛନ୍ତି।
ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଯୋଗାଯୋଗ କରି ଫେରେଇ ଆଣିବା ଲାଗି ଉଦ୍ୟମ ହେବ ବୋଲି ଜିଲ୍ଲାପାଳ କହିଛନ୍ତି।

ସେପଟେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ପିଲାଙ୍କୁ ଫେରେଇ ଆଣିବା ଲାଗି ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ତୁରନ୍ତ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like