ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ହୋଇଛି ସର୍ବଦଳୀୟ ବୈଠକ। ବୈଠକରେ ଗୃହକାର୍ଯ୍ୟ କିଭଳି ହେବ ସେନେଇ ଆଲୋଚନା ହୋଇଛି। ୨୯ ତାରିଖ ଦିନ ୧୧ଟାରେ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକ ପ୍ରସ୍ତାବ ପାରିତ ହେବା ପରେ ଗୃହ ମୁଲତବୀ ହେବ। ସେହିଦିନ ଅପରାହ୍ଣ ୩ଟାରୁ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇ ୫ଟାରେ ଶେଷ ହେବ।

ଅନ୍ୟଦିନ ମାନଙ୍କରେ ଗୃହ କାର୍ଯ୍ୟ ଦିନ ୧୦ଟା ୩୦ରୁ ଆରମ୍ଭ ହୋଇ ଦିନ ୧ଟା ଓ ଦ୍ୱିତୀୟାର୍ଦ୍ଧରେ ଅପରାହ୍ଣ ୩ଟାରୁ ଆରମ୍ଭ ହୋଇ ୫ଟା ଯାଏଁ ଚାଲିବ। କାଲି ସକାଳ ୮ଟାରୁ ଆରମ୍ଭ ହେବ କୋଭିଡ୍ ପରୀକ୍ଷା ବୋଲି ବାଚସ୍ପତି ସୂଚନା ଦେଇଛନ୍ତି।

ତେବେ ରବିବାର ବି ଗୃହକାର୍ଯ୍ୟ ବି ଚାଲିବ। ୧୪୫ ବିଧାୟକ ବସିବା ପାଇଁ ବ୍ୟବସ୍ଥା ହୋଇଛି। ତଳମହଲା, ବାଚସ୍ପତି ଗ୍ୟାଲେରୀ, ଦର୍ଶକ ଗ୍ୟାଲେରୀରେ ବିଧାୟକ ବସିବେ। ବିଧାୟକମାନେ ବସିକି ପ୍ରଶ୍ନ ପଚାରିବେ।  ମନ୍ତ୍ରୀ ମଧ୍ୟ ବସିକି ଉତ୍ତର ଦେବେ। ପ୍ରଶ୍ନକାଳ ସମୟରେ କଣ ଆଲୋଚନା ହେବ ସେନେଇ ଗୃହରେ ଆଲୋଚନା ହେବ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like