ପୂର୍ବତନ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଛାଡ଼ିବାକୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର: ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମବାଣୀ। ତୁରନ୍ତ ସରକାରୀ କ୍ୱାର୍ଟର୍ସ ଛାଡ଼ିବାକୁ ପୂର୍ବତନ ବିଧାୟକମାନଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ଯଦି ପୂର୍ବତନ ବିଧାୟକମାନେ କ୍ୱାର୍ଟର୍ସ ନ ଛାଡ଼ନ୍ତି ତେବେ ପାଣି, ବିଜୁଳି ବନ୍ଦ କରି ଦିଆଯିବ ବୋଲି ବାଚସ୍ପତି କହିଛନ୍ତି।

ନିର୍ବାଚନର ୫ ମାସ ପରେ ବି ପୂର୍ବତନ ବିଧାୟକମାନେ କ୍ୱାର୍ଟର ଛାଡ଼ି ନ ଥିବାରୁ ନିର୍ବାଚିତ ବିଧାୟକଙ୍କୁ କ୍ୱାର୍ଟର୍ସ ମିଳିବାରେ ସମସ୍ୟା ଦେଖା ଦେଉଛି। ଏଣୁ ପୂର୍ବତନ ବିଧାୟକଙ୍କୁ ବାଚସ୍ପତି ଏଭଳି ଚରମବାଣୀ ଶୁଣାଇଛନ୍ତି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like