ଦରମା ମିଳିନଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ BSNLର ଠିକା କର୍ମଚାରୀ

ବଲାଙ୍ଗିର: ବଲାଙ୍ଗିର BSNL କାର୍ଯ୍ୟାଳୟରେ ଉତ୍ତେଜନା। ଦଶ ମାସର ଦରମା ମିଳିନଥିବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଠିକା କର୍ମଚାରୀ। ଗତ ୧୭ ଦିନ ଧରି ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟକୁ ବନ୍ଦ କରି ଧାରଣାରେ ବସିଛନ୍ତି ଶ୍ରମିକ।

ସକାଳୁ କାର୍ଯ୍ୟାଳୟ ଖୋଲିବାକୁ କର୍ମଚାରୀ ଓ ପୋଲିସ୍ ଫୋର୍ସ ପହଞ୍ଚି ଆନ୍ଦୋଳନକାରଙ୍କୁ ହଟାଇଥିଲେ। ଏହି ସମୟରେ ପୋଲିସ୍ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ କଥା କଟାକଟି ପରିସ୍ଥିତି ଉପୁଜିଥିଲା। ତେବେ ଅସ୍ଥାୟୀ ହେଲେ ଜିଲ୍ଲାରେ ଠପ୍ ହୋଇପଡ଼ିଛି ବିଏସ୍ଏନ୍ଏଲ୍ ସେବା। ଫଳରେ ଗ୍ରାହକ ବିଏସ୍ଏନ୍ଏଲ୍ ସେବା ପାଇବାରୁ ବଞ୍ଚିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like