ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ୍‌ କରି ନିଜେ ଏହି ସୂଚନା ଦେଇଛନ୍ତି ସମୀର ମହାନ୍ତି।

କରୋନା ସଂକ୍ରମିତ ହେବାପରେ ତାଙ୍କୁ ଏବେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ ସଂଗରୋଧରେ ରହିବା ସହ କରୋନା ଟେଷ୍ଟ୍‌ କରାଇନେବାକୁ ସମୀର ମହାନ୍ତି ଅନୁରୋଧ କରିଛନ୍ତି।

You might also like