ମିସେସ୍‌ ଇଣ୍ଡିଆ ୨୦୧୯: ଓଡ଼ିଶାର ସ୍ନେହାଙ୍କୁ ବେଷ୍ଟ ଓ୍ୱାକ୍ କ୍ରାଉନ

ଭୁବନେଶ୍ୱର: ମିସେସ ଇଣ୍ଡିଆ ୨୦୧୯ରେ ଓଡ଼ିଆ ମହିଳା ସ୍ନେହା କମାଲ ଦେଖାଇଛନ୍ତି। କୋରାପୁଟ ଜିଲ୍ଲା ହାଲ ଟାଉନସିପରେ ଜନ୍ମିତ ସ୍ନେହା ରାଜସ୍ଥାନର ଜୟପୁରରେ ଶେଷ ହୋଇଥିବା ମିସେସ୍ ଇଣ୍ଡିଆ ବିୟୁଟି ପିଜାଣ୍ଟସରେ ବେଷ୍ଟ ଓ୍ୱାକ୍ କ୍ରାଉନ ଜିଣିଛନ୍ତି।

ବିଜିନେସ୍, ଫର୍ମାଲ ପ୍ରଶ୍ନ ଉତ୍ତର, ଟ୍ୟାଲେଣ୍ଟ ଓ ଫିଟନେସ ରାଉଣ୍ଡରେ ଜୁରୀ ମେମ୍ବରଙ୍କୁ ଆକର୍ଷିତ କରି ଏହି କ୍ରାଉନ ଜିତିଛନ୍ତି ସ୍ନେହା। ଇଣ୍ଡିଆନ ଫ୍ୟାଶନ ଫିଏସ୍ତା ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ସାରା ଦେଶରୁ ୨ ଶହରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଏଥିରେ ଭାଗ ନେଇଥିଲେ।

ସ୍ନେହା ଜଣେ ଫ୍ୟାଶନ ଡିଜାଇନର। ୨୦୧୦ରେ ଜାତୀୟ ସ୍ତରର ରାକେଟଲନ୍ ଚାମ୍ପିୟନସିପରେ ମଧ୍ୟ ସେ କୃତିତ୍ୱ ଅର୍ଜନ କରିଥିଲେ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ

ଉପକୂଳ ଓଡ଼ିଶାରେ ବନ୍ୟା ବିପଦ

ପଶ୍ଚିମ ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଅଡୁଆରେ ସୁନ୍ଦରଗଡ଼ ଏସ୍‌ପି ; ମାଡ଼ ମାରି ମହିଳାଙ୍କ ଗର୍ଭନଷ୍ଟ କରିଥିବା ଅଭିଯୋଗରେ ମାମଲା ରୁଜୁ

ନିଃସନ୍ତାନ ଥିବାରୁ ଏମିତି ନିଷ୍ପତ୍ତି ନେଲେ କି ପ୍ରଫେସର ଓ ତାଙ୍କ ପତ୍ନୀ ?

ଆଇଆଇସି ଓ ତହସିଲଦାରଙ୍କୁ ଏସ୍‌ଟିଏଫ୍‌ର ଘନଘନ ଜେରା

ଶ୍ରୀମନ୍ଦିର ସୁରକ୍ଷା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପରେ ବଢୁଛି ଅସନ୍ତୋଷ

SCB ଆସିବେ ଜଗା କାଳିଆ

ଚୌଦ୍ୱାରର ବିଭିନ୍ନ ସ୍ଥାନରେ ଇମ୍ଫାର ଜନକଲ୍ୟାଣ କାର୍ଯ୍ୟକ୍ରମ

କିଓସ୍କ ବ୍ୟାଙ୍କ ଠକେଇ ମାମଲାରେ କେନ୍ଦ୍ର ପରିଚାଳକ ଗିରଫ

ଆଇଏଏସ ଅଦଳବଦଳ: ଗଗନ ଧଳ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ, ସଞ୍ଜିବ ଚୋପ୍ରା ଗୃହ ସଚିବ

You might also like