• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଚେନ୍ନାଇ: ଚେନ୍ନାଇରେ ଆୟୋଜିତ ହୋଇଛି ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍’। ରାଜ୍ୟକୁ ଅଧିକରୁ ଅଧିକ ପୁଞ୍ଜୀ ନିବେଶ ଏବଂ ଶିଳ୍ପ କ୍ଷେତ୍ର ସୃଷ୍ଟି କରିବା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଏହି ଅବସରରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି।

ରାଜ୍ୟରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ଆହ୍ୱାନ କରିଛନ୍ତି। ଏନେଇ ରାଜ୍ୟରେ ପୁଞ୍ଜି ନିବେଶକାରୀଙ୍କୁ ଯଥେଷ୍ଟ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତଶ୍ରୁତି ଦେଇଛନ୍ତି। ଚେନ୍ନାଇରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ପ୍ରତାପ ଜେନାଙ୍କ ସମେତ ବିଭାଗୀୟ ସଚିବ ଉପସ୍ଥିତ ଥିଲେ।

 

Odisha-cm-invites-entrepreneurs-to-invest-in-odisha-in-make-in-odisha-conclave-in-chennai
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories