କରୋନାରେ କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ମିଳିବ ୧୫ ଲକ୍ଷ

ଭୁବନେଶ୍ୱର: କରୋନା ବିପଦବେଳେ ନିଜ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ପୂର୍ବରୁ ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲେ ଏହି ବିପଦ ସମୟରେ ସାମ୍ବାଦିକମାନେ ବୁଲି ବୁଲି ଲୋକଙ୍କୁ ଅପଡେଟ ଖବର ଦେଉଥିଲେ ହେଁ ସେମାନଙ୍କ ପାଇଁ କୌଣସି ସହାୟତା କିମ୍ବା ଅନୁକମ୍ପା ପ୍ରଦର୍ଶନ କାରାଯାଇ ନ ଥିଲା।

ହେଲେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସହାୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଯଦି କାର୍ଯ୍ୟରତ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ଘଟେ ତେବେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିବ। ସାମ୍ବାଦିକଙ୍କ ପ୍ରତି ଅନୁକମ୍ପାନମୂଳକ ସହାୟତା ଘୋଷଣା କରି ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like