‘ଆସୁଛି ପାର୍ବଣ ଓ ଶୀତଋତୁ, ଅଧିକ ସତର୍କ ରୁହ’

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାର୍ବଣ ଓ ଶୀତଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ରହିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।

ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି, କୋଭିଡ ପରିଚାଳନାରେ ଓଡ଼ିଶା କ୍ରମାଗତ ଭଲ ପ୍ରଦର୍ଶନ କରୁଛି। କରୋନା ସଂପର୍କିତ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ଅଧିକାଂଶ ଜିଲ୍ଲାରେ କମୁଛି। ନୂଆ ସଂକ୍ରମଣ ଅଧିକ ପ୍ରଭାବିତ ହୋଇଥିବା କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାର ପରିସ୍ଥିତିରେ ଉନ୍ନତି ଆସିଛି।

ପୂଜା ଓ ଶୀତ ଋତୁ ଆସୁଥିବାରୁ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି କୁହାଯାଇଛି। ତେବେ ଅର୍ଥନୈତିକ କାର୍ଯ୍ୟକ୍ରମକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ କୌଣସି ବାଧାକୁ ବରଦାସ୍ତ କରାଯିବନି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like