NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ।

କରୋନା ଯୋଗୁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ, ବିଭିନ୍ନ ସ୍ଥାନରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିସହିତ ଓଡ଼ିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ଲାଗି ପରୀକ୍ଷା ଦେବାରେ ସମସ୍ୟା ହେବ। ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ ବୋଲି କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇନ୍ତି ନବୀନ।

ତା ସହିତ ଓଡ଼ିଶାର ସମସ୍ତ ୩୦ ଜିଲ୍ଲାରେ କେନ୍ଦ୍ର କରିବାକୁ ମଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ୩୦ ଜିଲ୍ଲାରେ କେନ୍ଦ୍ର ହେଲେ ପିଲା ୨/୩ ଘଣ୍ଟାରେ ଯାଇ ଫେରି ଆସିପାରିବେ ବୋଲି ନବୀନ ଚିଠିରେ ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like