ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ୍‌

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଆସନ ପାଇଁ ୟୁନିଟ୍-୬ ସରକାରୀ ହାଇସ୍କୁଲରେ ସେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।  ପାଣ୍ଡିଆନ୍‌ଙ୍କ ଧର୍ମପତ୍ନୀ ସୁଜାତା ଆର୍‌ କାର୍ତ୍ତିକେୟନ ମଧ୍ୟ ଭୋଟ୍ ଦେଇଛନ୍ତି।

ତୃତୀୟ ପର୍ଯ୍ୟାୟରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଥିବା ବେଳେ ଆଜି ୬ଟି ଲୋକସଭା ସହ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ୬ଟି ଲୋକସଭା ଆସନ ହେଲା- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର।

ଆହୁରି ମଧ୍ୟ ପଢ଼ନ୍ତୁ: ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like