୧୫ ଦିନରେ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଓଡ଼ିଶାର କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ଦେଲେ ସୂଚନା

ଭୁବନେଶ୍ୱର : ଅାସନ୍ତା ୧୫ ଦିନ ମଧ୍ୟରେ ଓଡ଼ିଶାରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବ। ଓଡ଼ିଶାର କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ଏହି ସୂଚନା ଦେଇଛନ୍ତି। ଅାସନ୍ତାକାଲି ବସିବ ପ୍ରଦେଶ ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ।

ଏହି ବୈଠକ ପରେ ଅାସନ୍ତା ୧୫ ଦିନ ମଧ୍ୟରେ ଅନ୍ତତଃ ପକ୍ଷେ ୫୦ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ନେଇ ଜିତେନ୍ଦ୍ର ସିଂହ ସୂଚନା ଦେଇଛନ୍ତି ।

You might also like