OTV ସିଏଫ୍ଓଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: OTV ସିଏଫ୍ଓଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। CFO ମନୋରଂଜନ ଷଡ଼ଙ୍ଗୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ  କରିଛି। ସାରୁଅ ଜମି କିଣାବିକା ମାମଲାରେ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛି କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ସକାଳେ ମନୋରଂଜନଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା।

ଦଫା ୪୨୦, ୪୨୩, ୪୬୭, ୪୬୮, ୪୭୧, ୧୨୦ ବିର ସେକ୍ସନ ୩(୧) (ଜି, କ୍ୟୁ) SC/ST ଆଇନରେ ଗିରଫ କରାଯାଇଥିବା ଜଣାପଡ଼ିଛି।

ପ୍ରକାଶଥାଉକି ଆଜି ସକାଳେ କୌଣସି ନୋଟିସ୍ ନ ଦେଇ ମନୋରଞ୍ଜନଙ୍କୁ ଉଠାଇ ନେଇଥିଲା କ୍ରାଇମବ୍ରାଞ୍ଚ। ବହୁ ସମୟ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ତାଙ୍କ ପରିବାରକୁ ମଧ୍ୟ ସୂଚନା ଦିଆଯାଇ ନଥିଲା। ଏହା ଆଗରୁ ମଧ୍ୟ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଓଟିଭି ଅଫିସ୍‌ରେ ପଚରାଉଚରା କରାଯାଇଥିଲା। ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନାକୁ ଡାକି ମଧ୍ୟ ପଚରାଉଚରା କରାଯାଇଥିଲା।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like