ରାଉରକେଲାରେ ଆରମ୍ଭ ହେଲା ଡ୍ରୋନ୍ ସର୍ଭେ

ରାଉରକେଲା: ରାଉରକେଲା କଣ୍ଟେନମେଣ୍ଟ ଜୋନରେ ଆରମ୍ଭ ହୋଇଛି ଡ୍ରୋନ୍ ସର୍ଭେ। କଣ୍ଟେନମେଣ୍ଟ ଜୋନରେ ଥିବା ନାଲା ରୋଡ, ପ୍ଲାଣ୍ଟସାଇଟ ରୋଡ, ଡେଲିମାର୍କେଟ ଜନବହୁଳ ଅଞ୍ଚଳ ଥିବାରୁ ଗଳି ଗଳିରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ପହଞ୍ଚାଇବା ଏବଂ ଏହି ଅଞ୍ଚଳକୁ ସାନିଟାଇଜ କରାଯିବାକୁ ଡ୍ରୋନ୍‌ର ସାହାଯ୍ୟ ନିଆଯାଉଛି।

ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡା ପ୍ରତ୍ୟକ୍ଷ ଭାବେ ଏହି ସର୍ଭେକୁ ମନିଟରିଂ କରୁଛନ୍ତି।  ସେପଟେ ଆସନ୍ତା ଶୁକ୍ରବାରରୁ ଡ୍ରୋନ୍ ଦ୍ୱାରା କଣ୍ଟେନମେଣ୍ଟ ଜୋନ୍‌ରେ ସାନିଟାଇଜ ଆରମ୍ଭ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ଏହାଛଡା ଘରକୁ ଘର ବୁଲି ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବା ସହ ଆଶା ଏବଂ ଅଙ୍ଗନବାଡି କର୍ମୀଙ୍କ ସହାୟତାରେ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଯାଞ୍ଚ କରାଯାଉଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like