ପୁରୀ ଗଲେ ୫ ଆଇଏଏସ୍

ପୁରୀ : ପୁରୀ ଗଲେ ୫ ପ୍ରୋବେସନର ଆଇଏଏସ୍ ଅଫିସର । ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଉନ୍ନତିକରଣ କାର୍ଯ୍ୟରେ ଏମାନେ ସହଯୋଗ କରିବେ। ଏହି ୫ ଅଫିସର ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ.ଭି, ଶୁଭଙ୍କର ମହାପାତ୍ର, ଜେ.ସୋନାଲ ଏବଂ ଭୁବନେଶ ଦାସ ପାଟିଲ। ପୁରୀକୁ  ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢି ତୋଳିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି । ଏଥିଲାଗି ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କରାଯାଉଛି । ଏହି ସବୁ କାର୍ଯ୍ୟକ୍ରମକୁ ତୋରାନ୍ଵିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବେ ଏହି ୫ ଅଫିସର। ବିକାଶ ଲାଗି କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ଏହି ୫ IAS ଅଫିସର ରହିବେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like