ଡାକ୍ତର ଓ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ଓଡ଼ିଶାକୁ ସାମୁଦ୍ରିକ ଝଡ଼ ‘ଫୋନି’ ଭୟ। ଭୀଷଣ ରୂପ ଧାରଣ କରି ଉପକୂଳ ଆଡ଼କୁ ମାଡି ଆସୁଛି ବାତ୍ୟା ‘ଫୋନି’। ଏଥିନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଡାକ୍ତର ଏବଂ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।

ଆସନ୍ତା ୧୫ ତାରିଖ ସୁଦ୍ଧା କୌଣସି କର୍ମଚାରୀ ଛୁଟିରେ ଯାଇପାରିବେନି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛୁଟିରେ ଯାଇଥିବା ଅଧିକାରୀ ଜିଲ୍ଲା ମୁଖ୍ୟରେ ଆସି ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like