• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଭେଟି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।

ରାଜ୍ୟ ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ମହଙ୍ଗା ଭତ୍ତା ରାଜ୍ୟ ସରକାର ବଢ଼ାଇଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୧୯ ମସିହା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି।

ସୂଚନାଥାଉ କି, ଗତ କିଛିଦିନ ତଳେ କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ। ୨୦୧୯ ମସିହା ଜାନୁଆରୀ ୧ ତାରିଖରୁ ଏହା ପିଛିଲା ଭାବେ ଲାଗୁ ହେବ। ଏଥିରେ ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍ ଭୋଗୀ ଉପକୃତ ହେବେ। ତେବେ ଏଥିପାଇଁ ସରକାରଙ୍କୁ ରାଜକୋଷ ଉପରେ ଅତିରିକ୍ତ ୯୦୦୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।

Odisha-government-hikes-da-by-3-for-its-employees
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories