କରୋନା ମୁକାବିଲା ପାଇଁ ନିଯୁକ୍ତି ହେବେ ୨୬୭ ଆୟୁଷ ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ କରୋନା ମୁକାବିଲାରେ ସାମିଲ ହେବେ ଆୟୁଷ ଡାକ୍ତର। ଏଥିପାଇଁ ନିଯୁକ୍ତ ହେବେ ୨୬୭ଜଣ ଆୟୁଷ ଡାକ୍ତର। ଏମାନେ ସମସ୍ତେ କୋଭିଡ୍ ହସ୍ପିଟାଲରେ ଚୁକ୍ତି ଭିତ୍ତିରେ ନିଯୁକ୍ତି ହେବେ। ଏଥିପାଇଁ ବିଜ୍ଞାପନ ପ୍ରକାଶ କରାଯାଇଛି।

ହୋମିଓପ୍ୟାଥିକରେ ୧୩୭ ଏବଂ ଆୟୁର୍ବେଦରେ ୧୩୦ ଜଣ ଓ ସମୁଦାୟ ୨୬୭ଜଣ ଡାକ୍ତର ନିଯୁକ୍ତି ହେବା ନେଇ ଆୟୁଷ ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞାପନ ଜାରି କରାଯାଇଛି।

ଏହି ଡାକ୍ତରମାନଙ୍କୁ ତିନି ମାସ ପାଇଁ ଚୁକ୍ତି ଭିତ୍ତିକ ନିଯୁକ୍ତି ମିଳିବ ବୋଲି ବିଜ୍ଞାପନରେ କୁହାଯାଇଛି। ଆସନ୍ତା ୭ ତାରିଖ ମଧ୍ୟରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀଙ୍କ ପାଖରେ ଆବେଦନ କରିବାକୁ ହେବ।

 

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like