ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟ୍ୱିଟ୍‌ କରି ରାଜ୍ୟପାଳ ସୂଚନା ଦେଇଛନ୍ତି। ରାଜ୍ୟପାଳଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କିଛିଦିନ ଭିତରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।

You might also like