ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ

ଭୁବନେଶ୍ୱର: କରୋନା ଯୋଗୁଁ ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସିଲାବସ୍ ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିଥିବା ସେ ସ୍ପଷ୍ଟ କରିଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ସେନେଇ ପିଲାଙ୍କୁ ଆଗୁଆ ଜଣାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ କେବେ ସ୍କୁଲ ଖୋଲିବ ତାହା ସ୍ଥିର ହୋଇପାରୁ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ପ୍ରଥମରୁ ଦଶମ ଶ୍ରେଣୀ ଲାଗ SCERT ଏକ୍ସପଟ କମିଟି ଓ ପ୍ଲଟସୁ ଲାଗି CHSE ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।

ରାଜ୍ୟ ସରକାରଙ୍କ ସ୍କୁଲ୍ ଖୋଲିବା ନିଷ୍ପତ୍ତି ଅନୁସାରେ, ନବମ, ଦଶମ ଓ ଯୁକ୍ତ ଦୁଇ ସିଲିବସ କମିଟିକୁ ରିଭ୍ୟୁ ପାଇଁ ଦିଆଯାଇଛି। ସେହି ଅନୁସାରେ ରିଭ୍ୟୁ କରି ସେମାନେ ସିଲାବସ୍ ତିଆରି କରାଯିବ। ତେବେ କେତେ ପ୍ରତିଶତ ରହିବ ସେ ନେଇ କିଛି କୁହାଯାଇପାରିବ। କାରଣ ସ୍କୁଲ୍ ଓ କଲେଜ୍ ଖୋଲିବା ନେଇ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ତେଣୁ କିଛି କହିହେବନି।

ଯେଉଁ ସ୍କୁଲ୍‌ଗୁଡ଼ିକ ନିୟମ ନ ମାନି ପରୀକ୍ଷା କରାଇଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଟାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଜୁଲାଇ ଶେଷରେ ସିଲାବସ୍ ବାହାର କରିବା ପାଇଁ ନିଷ୍ପତ୍ତି ନିଆ

ଆହୁରି ପଢ଼ନ୍ତୁ

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

You might also like