ଓଡ଼ିଶାରେ ମନ୍ଦିର ଖୋଲିବା ନେଇ ମିଳିଲା ସଙ୍କେତ

ପୁରୀ: ଓଡ଼ିଶାରେ ପ୍ରମୁଖ ମନ୍ଦିର ଖୋଲିବା ନେଇ ମିଳିଲା ସଙ୍କେତ। କୋଭିଡ୍‌ କଟକଣା ଭିତରେ ମନ୍ଦିର ଖୋଲିବା ଲାଗି ଯୋଜନା ପ୍ରସ୍ତୁତ କରିବା ପାଇଁ ପୁରୀ ଶ୍ରୀମନ୍ଦିର ଓ ଅନ୍ୟ ପ୍ରମୁଖ ମନ୍ଦିର ପ୍ରଶାସକଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏହାସହ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ୧୦ ଦିନରେ ରିପୋର୍ଟ ଦେବା ସହ ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଟ୍ୱିଟ୍‌ କରି ମୁଖ୍ୟ ଶାସନ ସଚିବ ଆଜି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଆହୁରି ପଢ଼ନ୍ତୁ

You might also like