ରାଜ୍ୟରେ IAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଗତକାଲି IAS ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ବିଷ୍ଣୁପଦ ସେଠୀଙ୍କୁ ବାଣିଜ୍ୟ କର ଓ ଜିଏସ୍‌ଟି ବିଭାଗର କମିଶନର ଦାୟିତ୍ୱ ମିଳିବା ସହ ଅତିରିକ୍ତ ଭାବେ ସ୍ୱତନ୍ତ୍ର ରିଲିଫ କମିଶନର ଏବଂ OSDMAର ଦାୟିତ୍ୱ ମଧ୍ୟ ମିଳିଛି।

ଶାଶ୍ୱତ ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସଚିବ ଦାୟିତ୍ୱ ମିଳିଛି। କ୍ରିଷନ୍‌ କୁମାରଙ୍କୁ ପୂର୍ତ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେ କ୍ରିଷନ୍ କୁମାର ସମବାୟ ସଚିବ ଅଛନ୍ତି।

ସେହିପରି ପ୍ରଶାନ୍ତ କୁମାର ଶତପଥୀଙ୍କୁ ରାଜସ୍ୱ ପର୍ଷଦ ସଚିବ, ବଲୱନ୍ତ ସିଂଙ୍କୁ ବିଡିଏ ଉପାଧ୍ୟକ୍ଷର ଅତିରିକ୍ତ ଦାୟିତ୍ୱ ମିଳିଛି। ବର୍ତ୍ତମାନ ବଲଓ୍ୱନ୍ତ ସିଂ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ ଅଛନ୍ତି।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like