• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର: କୋଭିଡ ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁ ଦାୟିତ୍ୱ। ତେଣୁ ତାକୁ ନଜରରେ ରଖି ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କରିଛନ୍ତି ସରକାର। OHMS କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି ନେଇ ଆଜି କରୋନା ସମୀକ୍ଷା ବୈଠକରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ କୋଭିଡ୍ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ଲାଗି ୧୫ କୋଟି ଲେଖାଏଁ ମୋଟ ୩୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ମଞ୍ଜୁର କରାଯାଇଛି।

ତା ସହିତ ନୂଆ କୋଭିଡ୍ ଡାକ୍ତରଖାନା ଓ କୋଭିଡ୍ କେୟାର ହୋମ୍ ପାଇଁ ୨୦ କୋଟି ୬୪ ଲକ୍ଷ  ଟଙ୍କା ମଂଜୁର ହୋଇଛି। ଭୁବନେଶ୍ୱରରେ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲ ପକ୍ଷରୁ ୩୦ଟି ଆଇସିୟୁ ସହିତ ୧୫୦ ଶଯ୍ୟା ବିଶିଷ୍ଟ ଡେଡିକେଟେଡ୍ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କରାଯିବ। ତା ସହିତ ନୀଳାଚଳ ଡାକ୍ତରଖାନାରେ ୧୫ଟି ଆଇସିୟୁ ସହ ୧୨୬ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଚଳିତ ସପ୍ତାହରେ କାର୍ଯ୍ୟ ଆରମ୍ଭ କରିବ।

 

 

Odisha-govt-enhances-retirement-age-of-medical-officers-of-ohms-cadre-allopathic-insurance-medical-officers
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories