ଅର୍ଥନୈତିକ ଆତଙ୍କ ସୃଷ୍ଟି କରୁଛନ୍ତି ରାଜ୍ୟ ସରକାର: ପଞ୍ଚାନନ କାନୁନ୍‌ଗୋ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅର୍ଥନୈତିକ ଆତଙ୍କ ସୃଷ୍ଟି କରୁଛନ୍ତି ରାଜ୍ୟ ସରକାର। କରୋନା ବେଳେ ଆର୍ଥିକ ସଙ୍କଟକୁ ବାହାନା କରି ନୂଆ ଟିକସ୍ ବ୍ୟବସ୍ଥା ଆରମ୍ଭ କରିବାକୁ ସରକାର ଯୋଜନା କରୁଛନ୍ତି। ଆଜି ଏଭଳି ଢଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ କରିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ।

ରାଜ୍ୟର ଖଣିଜ ପଦାର୍ଥ ଅନ୍ୟ ହାତରେ ଟେକି ଦେବାକୁ ଯୋଜନା ହେଉଛି। ରାଜ୍ୟରେ ଋଣର ପରିମାଣ ବଢ଼ିଛି। ପୂର୍ବ ବର୍ଷଠୁ ଚଳିତ ବର୍ଷ ରାଜ୍ୟରେ ବେକାରୀ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ପଞ୍ଚାନନ କହିଛନ୍ତି। ଏଥିସହିତ ଅର୍ଥ ବ୍ୟବସ୍ଥାରେ ସରକାରଙ୍କ ୧୦ଟି ବିଫଳତାକୁ ସେ ଉଠାଇ ପ୍ରଶ୍ନ କରିଛନ୍ତି।

ତେବେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିଜେଡି ନେତା ଦେବୀ ମିଶ୍ର। ରାଜ୍ୟରେ ଏଭଳି କୌଣସି ପରିସ୍ଥିତି ଉପୁଜିନି। ପଞ୍ଚାନନ କେବଳ ରାଜନୈତିକ ଫାଇଦା ପାଇଁ ଏଭଳି ଅଭିଯୋଗ କରିଥିବା ଦେବୀ ମିଶ୍ର କହିଛନ୍ତି।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like