କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ଭୁବନେଶ୍ୱର: କୋଭିଡ ପରିଚାଳନାରେ ସରକାର ଫେଲ୍ ମାରିଥିବା କହିଛି ବିରୋଧୀ। ଶାସକ ଦଳ ବିରୋଧରେ ଏଭଳି ଅଭିଯୋଗ ଉଠାଇଛନ୍ତି ବିରୋଧୀ। ଟିଏମସିରୁ ୭ ଦିନ ଭିତରେ ସଂକ୍ରମିତଙ୍କୁ ଛାଡ଼ିଦେବାରୁ ସଂକ୍ରମଣ ବ୍ୟାପିଲା।  ଏପଟେ ଅଣ କୋଭିଡ ରୋଗୀ ମେଡିକାଲ୍‌ରେ ଚିକିତ୍ସା ପାଉ ନାହାନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। କେନ୍ଦ୍ର ସରକାର ୫୬୭ ଭେଣ୍ଟିଲେଟର ଦେଲେ, ହେଲେ ସେଥିରୁ ୪୨୦ଟି ବ୍ୟବହାର ହେଲାନି ବୋଲି ସେ କହିଛନ୍ତି।

ସେହିପରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ କରୋନା ପରିଚାଳନା ନେଇ ପ୍ରଶ୍ନ ଉଠାଇଛନ୍ତି। ଏବେ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ସରକାର ଟେଷ୍ଟିଂ ସଂଖ୍ୟାରେ କାହିଁକି କମ୍ କରିଛନ୍ତି ବୋଲି ସାଲୁଜା ପ୍ରଶ୍ନ କରିଛନ୍ତି। ଏପଟେ କରୋନାର ଭୟାବହତା ସରିନି, ଆମକୁ ଆଗକୁ ଆହୁରି ଲଢ଼ିବାକୁ ହେବ ବୋଲି ସ୍ୱାଆସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। କରୋନା ରୋଗୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି, ଅବ୍ୟବସ୍ଥା ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ  କହିଛନ୍ତି ।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like