ଦେଶର ଅର୍ଥନୀତି ସମୃଦ୍ଧିରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ: ନନ୍ଦକିଶୋର ସିଂହ

ଭୁବନେଶ୍ୱର: ଦେଶର ଅର୍ଥନୀତି ସମୃଦ୍ଧ କରିବାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜାତୀୟ ଅର୍ଥନୀତିର ବିକାଶ ଲାଗି ରାଜ୍ୟ ଅର୍ଥନୀତିକୁ ସୁଦୃଢ଼ କରିବାକୁ ପଡ଼ିବ ବୋଲି ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ ନନ୍ଦକିଶୋର ସିଂହ କହିଛନ୍ତି।

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନନ୍ଦକିଶୋର ଆଜି ଭୁବନେଶ୍ୱରରେ ସାମ୍ବାଦିକମାନଙ୍କୁ ଏହି ସୂଚନା ଦେଇଛନ୍ତି। ଗସ୍ତ ଅବସରରେ ନନ୍ଦକିଶୋର ଓଡ଼ିଶାର ଆର୍ଥିକ ଓ ସାମଗ୍ରିକ ବିକାଶ ପ୍ରସଙ୍ଗ ନେଇ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବେ। ପଞ୍ଚଦଶ ଅର୍ଥ କମିଶନ ଅଧ୍ୟକ୍ଷ, ରାଜ୍ୟର ବିଭିନ୍ନ ବିଭାଗର ମନ୍ତ୍ରୀ, ରାଜନୈତିକ ଦଳ, ଅର୍ଥନୀତି ସହ ସଂପୃକ୍ତ ବିଭିନ୍ନ ବ୍ୟକ୍ତି ଓ ଅନୁଷ୍ଠାନଙ୍କ ସହ ନନ୍ଦକିଶୋର ଆଲୋଚନା କରିବେ।

ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ତାଙ୍କୁ ସ୍ୱାଗତ କରିଥିଲେ।

 

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like