ଆଶୀର୍ବାଦ ବେହେରାଙ୍କୁ କ୍ଲିନ୍ ଚିଟ୍

କଟକ: କଟକ ବାରବାଟୀ ପ୍ୟାଲେସ୍‌ ମାମଲାରେ ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନ (OOA)ର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରାଙ୍କୁ କ୍ଲିନ ଚିଟ୍ ମିଳିଛି। ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ CBI ତା’ର ଫାଇନାଲ ରିପୋର୍ଟ ଦାଖଲ କରିଛି। ଯେଉଁଥିରେ କୌଣସି ବିଚାରଯୋଗ୍ୟ ତଥ୍ୟ ନଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ସେହିପରି ଏହି ମାମଲାରେ ଇନ୍‌କନ୍‌ ଆସୋସିଏଟସ୍‌କୁ ସୁପ୍ରିମକୋର୍ଟ ଦୋଷମୁକ୍ତ କରିଛନ୍ତି। ତତ୍କାଳୀନ OOA ସଂପାଦକ ଆଶୀର୍ବାଦ ବେହେରା ତ୍ରୁଟି କରିନଥିବା ସୁପ୍ରିମକୋର୍ଟ କହିଛନ୍ତି। ଇନ୍‌କନ୍‌ ଆସୋସିଏଟସ୍‌ ମଧ୍ୟ କୌଣସି ତ୍ରୁଟି କରିନଥିବା କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। CBI ତା’ର ଫାଇନାଲ ରିପୋର୍ଟ ଦାଖଲ କରିବା ପରେ ଏହି ମାମଲାରେ ସର୍ବୋଚ୍ଚକୋର୍ଟ ପୂର୍ଣ୍ଣଛେଦ ଟାଣିଛନ୍ତି।

ସୁପ୍ରିମକୋର୍ଟ ରାୟ ପ୍ରକାଶ ପାଇବା ପରେ ଆଶୀର୍ବାଦ ବେହେରା ପ୍ରତିକ୍ରିୟା ରଖିଛନ୍ତି। ନିଜ ପ୍ରତିକ୍ରିୟାରେ ଆଶୀର୍ବାଦ ବେହେରା କହିଛନ୍ତି, “ଶେଷରେ ସତ୍ୟ ଓ ଧର୍ମର ବିଜୟ ହୋଇଛି ଏବଂ ଦୀର୍ଘଦିନର ଆଇନଗତ ଲଢ଼େଇ ପରେ ସତ୍ୟ ସାମ୍ନାକୁ ଆସିଛି।”

ଆହୁରି ପଢ଼ନ୍ତୁ

ମହିଳା ପୋଲିସ ଇନ୍ସପେକ୍ଟରଙ୍କୁ ନିର୍ଯାତନା ଦେଲେ ଅଧ୍ୟାପକ ସ୍ୱାମୀ

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like