ଅଗଷ୍ଟରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର: ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ +୨ ରେଜଲ୍ଟ । +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ୩ୟ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ମାସ ଶେଷ ସୁଦ୍ଧା +୨ କଳା ରେଜଲ୍ଟ ପ୍ରକାଶ ପାଇବ।

ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ, ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ପଢ଼ନ୍ତୁ: ଜୁଲାଇ ୨୯ରେ ବାହାରିବ ମାଟ୍ରିକ ରେଜଲ୍ଟ

You might also like