ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୫ ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ୨ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like