ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରେଣ୍ଟିନ ହେବେନି

ଭୁବନେଶ୍ୱର: ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରେଣ୍ଟିନ ହେବେନି। ୩ ଦିନରୁ ଅଧିକ କେହି ରହିଲେ ସେମାନଙ୍କୁ କ୍ୱାରେଣ୍ଟିନ କରାଯିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

ଏଥିସହିତ ସେଲୁନ, ସ୍ପା ଆଦି ସୁରକ୍ଷା ମାନି କାର୍ଯ୍ୟ ଜାରି ରଖିପାରିବେ। ବାହାଘରରେ କୌଣସି ପରିସ୍ଥିତିରେ ୫୦ରୁ ଅଧିକ ଲୋକ ରହିବେନି। ବର, କନ୍ୟା ପକ୍ଷ ସମସ୍ତଙ୍କୁ ମିଶାଇ ୫୦ରୁ ଅଧିକ ଲୋକ ରହିବେନି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

ସେହିଭଳି ଶୁଦ୍ଧିକ୍ରିୟା କାର୍ଯ୍ୟରେ ୨୦ରୁ ଅଧିକ ଲୋକ ରହିପାରିବେନି। ବାହାଘର, ଶୁଦ୍ଧିରେ ଗାଇଡଲାଇନ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଏସ୍‌ଆର୍‌ସି।

 

ଆହୁରି ପଢ଼ନ୍ତୁ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

You might also like