• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ରାଜ୍ୟରେ ନୂଆ ୧୦୩ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏମାନଙ୍କ ମଧ୍ୟରୁ ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ୧୦୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଦେବଗଡ଼ରୁ ୨୨ଜଣ,କେନ୍ଦ୍ରାପଡ଼ାରୁ ୧୫ଜଣ, ଜଗତସିଂହପୁର ୧୦ଜଣ, ମାଲକାନଗିରିରେ ୯ଜଣ, ଭଦ୍ରକ ଓ ବଲାଙ୍ଗିରରେ ୮ଜଣ ଲେଖାଏ ଓ କୋରାପୁଟ ଓ ଗଜପତିରୁ ୬ ଜଣ ଲେଖାଏ, ଖୋର୍ଦ୍ଧା ଓ ବାଲେଶ୍ୱରରେ ୫ ଲେଖାଏ, ଗଞ୍ଜାମରୁ ୪ଜଣ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୮୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୫୫୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Odisha-reports-103-new-covid19-cases-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories