ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

ଆଜି ରାଜ୍ୟରେ ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମରୁ ଏବଂ ମାଲକାନଗିରିର ଦୁଇଜଣ କରୋନାରେ ପ୍ରାଣ ହରାଇଥିବା ବେଳେ ଭୁବନେଶ୍ୱର, ପୁରୀ, ଭଦ୍ରକରୁ ଜଣେ ଲେଖାଏଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ମୃତ୍ୟୁ ମାମଲାରେ ଗଞ୍ଜାମ ଆଗରେ ରହିଛି।

ଗଞ୍ଜାମରେ ୨୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରେ ୧୦୬, ପୁରୀରେ ୩୮, ବାଲେଶ୍ୱରରେ ୧୯, ଭଦ୍ରକରେ ୧୨, ବଲାଙ୍ଗିରରେ ୧୭, ମାଲକାନଗିରିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like