ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୪୩  ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୬, ନୟାଗଡ଼ ଓ ବାଲେଶ୍ୱରରୁ ୧୩ଜଣ ଲେଖାଏ, କଟକରୁ ୨୦, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼ ଓ ବଲାଙ୍ଗିରରୁ ଜଣେ ଲେଖାଏ, ଢେଙ୍କାନାଳରୁ ୩, ଭଦ୍ରକରୁ ୪, କଳାହାଣ୍ଡିରୁ ୬, କେନ୍ଦୁଝରରୁ ୨, ଗଞ୍ଜାମରୁ ୩୨, ସୁନ୍ଦରଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୧୦ ଓ ସମ୍ବଲପୁରରୁ ୫ଜଣ ଆକ୍ରାନ୍ତ ଅଛନ୍ତି।

ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍‌ ମୁକାବିଲା କରି ଫେରିଥିବା ଏନ୍‌ଡିଆର୍‌ଏଫ୍‌ର ଆଉ ୨ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୩୦୩ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like