ଯାଜପୁରରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା। ମୃତକ ୨ ଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୭ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ଯାଜପୁର ଜିଲ୍ଲାର ୬୪ ବର୍ଷୀୟ ବୃଦ୍ଧ ଅଛନ୍ତି।

ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ପ୍ରଥମ ମୁଣ୍ଡ ନେଇଛି କରୋନା। ଏ ଯାବତ୍‌ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଛି।

 

ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୪୫୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୨୫୪ଜଣ ଚିକିତ୍ସାଧୀନ ଥିବାବେଳେ ୬,୨୨୪ଜଣ ସୁସ୍ଥ ହୋଇଛନ୍ତି। ୩୮ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like