• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା। ମୃତକ ୨ ଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୭ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ଯାଜପୁର ଜିଲ୍ଲାର ୬୪ ବର୍ଷୀୟ ବୃଦ୍ଧ ଅଛନ୍ତି।

ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ପ୍ରଥମ ମୁଣ୍ଡ ନେଇଛି କରୋନା। ଏ ଯାବତ୍‌ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଛି।

 

ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୪୫୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୨୫୪ଜଣ ଚିକିତ୍ସାଧୀନ ଥିବାବେଳେ ୬,୨୨୪ଜଣ ସୁସ୍ଥ ହୋଇଛନ୍ତି। ୩୮ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Odisha-reports-2-more-covid19-deaths
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories