Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୨ ପଜିଟିଭ୍ ଚିହ୍ନଟ ହୋଇଛି। ସେହିପରି କଟକରୁ ୫୮୬, ପୁରୀରୁ ୨୬୫, ଷ୍ଟେଟ୍ ପୁଲରୁ ୨୪୩, ସୁନ୍ଦରଗଡ଼ରୁ ୨୦୧, ଯାଜପୁରରୁ ୧୮୭, ମୟୂରଭଞ୍ଜରୁ ୧୭୪, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୨୮, କେନ୍ଦ୍ରାପଡ଼ାରୁ ୧୨୬, ବଲାଙ୍ଗିରରୁ ୧୧୪, ସମ୍ବଲପୁରରୁ ୧୧୩, ଅନୁଗୁଳରୁ ୧୦୭, କଳାହାଣ୍ଡିରୁ ୧୦୫, ଜଗତସିଂହପୁରରୁ ୧୦୪ ଚିହ୍ନଟ ହୋଇଛନ୍ତି।

For More Corona Updates In Odisha Stay Updated With Us.

ଆହୁରି ପଢ଼ନ୍ତୁ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

You might also like