ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୩୨

ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ କେବଳ ୫୬୦

ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୩ ଜୀବନ

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

You might also like