• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ରାଜ୍ୟରେ ନୂଆ ୮୬ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ୮୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪୬ଜଣ, କଟକରୁ ୧୧ଜଣ, ନୟାଗଡ଼ରୁ ୬ଜଣ, ଗଞ୍ଜାମରୁ ୫ଜଣ, ବାଲେଶ୍ୱରରୁ ୩ଜଣ, ଭଦ୍ରକରୁ ୩ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୩ଜଣ, ପୁରୀରୁ ୩ଜଣ, ବଲାଙ୍ଗିରରୁ ୨ଜଣ ଏବଂ ସୁନ୍ଦରଗଡ଼ରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୭୮୯ ଜଣ ଚିକିତ୍ସାଧୀନ ଥିବାବେଳେ ୩୯୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Odisha-reports-86-new-covid19-cases-today
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories