ଓଡ଼ିଶାରେ କରୋନା ସ୍ଥିତି ସାଂଘାତିକ: ଦିନକରେ ଚିହ୍ନଟ ହେଲେ ୧,୫୯୪ ନୂଆ ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ୧,୫୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୬୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୭ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩ ରେ ପହଞ୍ଚିଛି।

You might also like