ଓଟିଇଟି ଅନ୍‌ଲାଇନ୍ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ମାନିଲେ ମନ୍ତ୍ରୀ

ଭୁବନେଶ୍ୱର: ଅଗଷ୍ଟ ୬ ତାରିଖରରେ ଅନୁଷ୍ଠିତ ଓଟିଇଟି ଅନ୍‌ଲାଇନ୍ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଆଜି ସ୍ୱୀକାର କରିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଟିଟଲାଗଡ଼ରୁ ଏହା ଭାଇରାଲ୍ ହୋଇଥିବା ଜଣାପଡ଼ିଛି। ତେବେ କିପରି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଗଲା ତାକୁ ନେଇ ବିଭାଗ ପକ୍ଷରୁ ତନାଘନା ଜାରି ରହିଛି। ଭାଇରାଲ୍‌କାରୀଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ଏହାଦ୍ୱାରା ପୂରା ପରୀକ୍ଷା ପ୍ରଭାବିତ ହୋଇନଥିବା ମନ୍ତ୍ରୀ ସ୍ପଷ୍ଟୀକରଣ ରଖିଛନ୍ତି।

ଆହୁରି ପଢ଼ନ୍ତୁ

ଡିପ୍ଲୋମା ଛାତ୍ରଙ୍କ ସ୍ୱତନ୍ତ୍ର ପ୍ରୟାସ ; ତିଆରି କଲେ ଅଟୋମେଟେଡ୍ ସୋଲାର ସ୍ପ୍ରେ ମେଶିନ

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଆଧାର ଧରିଲା ୧୯ ଲକ୍ଷ ବେଆଇନ ହିତାଧିକାରୀ

ଗିରଫ ହେଲେଣି ୪୨୬ ମଦୁଆ ଚାଳକ , ଆଗରେ ଗଞ୍ଜାମ

କ୍ୱାର୍ଟର୍ସ ଛାଡୁନଥିବା ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମ ବାଣୀ, ଘର ନଛାଡ଼ିଲେ କଟିବ ଲାଇନ, ପାଣି

ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

ଡାକ୍ତର ନୁହେଁ, ଅନଭିଜ୍ଞ ଔଷଧ ଦୋକାନୀ କରୁଛନ୍ତି ରୋଗୀ ଚିକିତ୍ସା!

କ୍ୱାର୍ଟର୍ସ ଛାଡ଼ିବା ପାଇଁ ନୋଟିସ ପଠାଇବା ଓ କେସ୍‌ କରିବା ଶୋଭନୀୟ ନୁହେଁ : ଦେବାଶିଷ ନାୟକ

You might also like