• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର: ଅଗଷ୍ଟ ୬ ତାରିଖରରେ ଅନୁଷ୍ଠିତ ଓଟିଇଟି ଅନ୍‌ଲାଇନ୍ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଆଜି ସ୍ୱୀକାର କରିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଟିଟଲାଗଡ଼ରୁ ଏହା ଭାଇରାଲ୍ ହୋଇଥିବା ଜଣାପଡ଼ିଛି। ତେବେ କିପରି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଗଲା ତାକୁ ନେଇ ବିଭାଗ ପକ୍ଷରୁ ତନାଘନା ଜାରି ରହିଛି। ଭାଇରାଲ୍‌କାରୀଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ଏହାଦ୍ୱାରା ପୂରା ପରୀକ୍ଷା ପ୍ରଭାବିତ ହୋଇନଥିବା ମନ୍ତ୍ରୀ ସ୍ପଷ୍ଟୀକରଣ ରଖିଛନ୍ତି।

Odisha-school-and-mass-education-minister-admits-that-otet-online-exam-paper-was-viral
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories