ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଭୁବନେଶ୍ଵର: ରାଜ୍ୟରେ ପ୍ଲାଜମା ଥେରାପିର ଅପାର ସଫଳତା। ରାଜ୍ୟରେ ହଜାରେ ଜଣ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ଵିଟ୍ କରି କୁହାଯାଇଛି ଯେ, ରାଜ୍ୟରେ ଏବେ ସୁଦ୍ଧା ୧୦୦୦ ଜଣ ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଯାଇ ଚିକିତ୍ସା କରାଗଲାଣି।

ଏହାକୁ ଦେଖି ସରକାରୀ ଓ ବେସରକାରୀ କୋଭିଡ୍ ଚିକିତ୍ସାଳୟରେ ପ୍ଲାଜମା ମିଳିବାର ବନ୍ଦୋବସ୍ତ କରାଯାଇଛି।  ଯିଏ ଆବଶ୍ୟକ କରିବେ, ତାଙ୍କୁ ପ୍ଲାଜମା ଚିକିତ୍ସା କରାଯିବ ବୋଲି ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ହଜାରେ ଜଣଙ୍କୁ ପ୍ଲାଜମା ଚିକିତ୍ସା କରିବାର ଶ୍ରେୟ ପ୍ଲାଜମା ଥେରାପି ଟିମକୁ ଯାଉଛି ବୋଲି ମଧ୍ୟ କୁହାଯାଇଛି। 

ଅନ୍ୟପକ୍ଷରେ ରାଜ୍ୟରେ ଦିନକୁ କରୋନା ଟେଷ୍ଟ ୫୧ ହଜାର ୮୨୪ ଅତିକ୍ରମ କରିଛି ୨୪ ଘଣ୍ଟାରେ ୯୩୫୨ଟି RTPCR, ଆଣ୍ଟିଜେନ୍- ୪୨,୩୬୬ଟି ଓ ଟ୍ରୁନଟ ପରୀକ୍ଷା ୧୦୬ ହୋଇଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like