ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ଟ୍ୱିଟ୍ କରି ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଗତ ୭ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ଆଇସୋଲେସନରେ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ଟ୍ୱିଟ୍ କରି ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।
ଗତ ୭ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ଆଇସୋଲେସନରେ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।