ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ଟ୍ୱିଟ୍‌ କରି ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ଗତ ୭ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ‌ଆଇସୋଲେସନରେ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

You might also like