କୋଟିପତି କିରାଣୀ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ୍‌ର କୋଟିପତି କିରାଣୀ ଉଦୟନାଥ ଜେନାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।

ଗତକାଲି ଉଦୟନାଥଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିଲା। ଉଦୟନାଥଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ୧ କୋଟି ୩୨ ଲକ୍ଷ ହୋଇଥିବା ଜଣାପଡ଼ିଛି।

ରେଡ୍ ବେଳେ ତାଙ୍କର ପୁରୀରେ ଫ୍ଲାଟ, ଭୁବନେଶ୍ୱରରେ ୨ ମହଲା କୋଠା, ପୈତୃକ ସ୍ଥାନରେ କୋଠା, ବିଭିନ୍ନ ବ୍ୟାଙ୍କରେ ୯ ଲକ୍ଷ ୩୦ ହଜାର ଟଙ୍କାର ଡିପୋଜିଟ୍ ଓ ଅଢେଇ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଥିବା ସୂଚନା ମିଳିଥିଲା।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like