ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ

ଭୁବନେଶ୍ୱର: ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରମେଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏନେଇ ଭିଜିଲାନ୍ସ ଡିଏସ୍‌ପି ଅକ୍ଷୟ ମିଶ୍ର ସୂଚନା ଦେଇଛନ୍ତି।

ରମେଶଙ୍କ ଘରୁ ପ୍ରାୟ ଦେଢ଼ କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା। ଭୁବନେଶ୍ୱରରେ ୪୧ ଲକ୍ଷର ଫ୍ଲାଟ୍, ଯାଜପୁରରେ ୨୯ ଲକ୍ଷର କୋଠା, ପୁଡୁଚେରିରେ କୋଠା, ୬ ଶହ ଗ୍ରାମର ସୁନା ଓ ରୁପା ଠାବ ହୋଇଥିଲା। ରମେଶ ବେହେରାଙ୍କ ଘରେ କାଲି ରେଡ୍ କରିଥିଲା ଭିଜିଲାନ୍ସ।vigilance raid

ତାଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର, କଟକ, ଯାଜପୁର, ପୁଡୁଚେରୀରେ ଥିବା ଘରେ ବି ରେଡ୍ ହୋଇଥିଲା। ସେ ପରିବାର ସଦସ୍ୟଙ୍କ ସହ ଅନେକ ଥର  ବିଦେଶ ଗସ୍ତ କରିଥିବା ନେଇ ସୂଚନା ମିଳିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like