ଅଭିନବ ପ୍ରତିବାଦ ; ରାସ୍ତାରେ ଧାନ ରୋଇଲେ ଗାଁ ଲୋକେ

ପାଟକୁରା ( ମନୋଜ କୁମାର ସ୍ୱାଇଁ) : ପ୍ରଶାସନିକ ଅବହେଳା ବିରୁଦ୍ଧରେ ଅଭିନବ ପ୍ରତିବାଦ। ରାସ୍ତାରେ ଧାନ ରୋଇଲେ ଗାଁ ଲୋକେ। ଦୀର୍ଘ ଦିନ ଧରି କେନ୍ଦ୍ରାପଡ଼ା ମହାକାଳପଡ଼ା ବ୍ଲକ ଓରତରୁ ବଢିହ ପର୍ଯ୍ୟନ୍ତ ରାସ୍ତାର ମରାମତି ହେଉନଥିବାରୁ ଯା’ଆସରେ ଲୋକେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଗୁହାରୀ ସତ୍ତ୍ୱେ କାମ ନହେବାରୁ ଲୋକେ ଆଜି ଏଭଳି ଢଙ୍ଗରେ ପ୍ରତିବାଦ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ତେବେ ତହସିଲଦାର ପହଞ୍ଚି ରାସ୍ତା ମରାମତି ଲାଗି ପ୍ରତିଶ୍ରୁତି ଦେବା ପରେ ଲୋକେ ଆନ୍ଦୋଳନରୁ ହଟିଥିବା ଜଣାପଡିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like