• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ନୂଆପଡ଼ା: ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯାହାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ନୂଆପଡ଼ା ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତା ବଢ଼ାଇଛି। ଗତ ସପ୍ତାହକ ମଧ୍ୟରେ ୧୦୦ରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସିନାପଲ୍ଲୀ, କୋମନା ବ୍ଲକର ବିଭିନ୍ନ ଗାଁରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ତେଣୁ ଏହି ସବୁ ଅଞ୍ଚଳରେ ଅଧିକରୁ ଅଧିକ ଟେଷ୍ଟିଂ ଓ ଟ୍ରାକିଂକୁ ବଢ଼ା ଯାଇଛି। ଅଧିକାଂଶ ଆକ୍ରାନ୍ତ ଛତିଶଗଡ଼ ଲିଙ୍କ୍ ଥିବା ଜିଲ୍ଲାପାଳ କହିଛନ୍ତି। ତେଣୁ ପଡ଼ୋଶୀ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି।

https://youtu.be/Yy2a2OdIOTo

ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆପଡ଼ାରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲିର ରିପୋର୍ଟ ଅନୁସାରେ,  ନୂଆପଡ଼ାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Odishas-bordering-districts-with-chhattisgarh-facing-new-wave-of-covid
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories