ସରକାରଙ୍କ ଲକ୍‌ଡାଉନ୍‌ କଟକଣାକୁ ଫୁ; ଭୁବନେଶ୍ୱରରେ ଅଫ୍‌ଲାଇନ୍‌ରେ ଖୁଲମଖୁଲା ମଦ ବିକ୍ରି

ଭୁବନେଶ୍ୱର: ରାଜ୍ୟରେ ଅନ୍‌ଲାଇନ୍‌ରେ ମଦ ବିକ୍ରି ନେଇ ସରକାର ଅନୁମତି ଦେଇଛନ୍ତି। ହେଲେ ରାଜଧାନୀ ଭୁବନେଶ୍ୱରରେ ସରକାରୀ ନିୟମର ଉଲ୍ଲଘଂନ କରି ବହୁ ଦୋକାନୀ ଅଫ୍‌ଲାଇନ୍‌ରେ ଖୁଲମ୍‌ଖୁଲା ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଛି। କାଉଣ୍ଟର ଅଳ୍ପ ଖୋଲି ଦୋକାନୀମାନେ ବେଆଇନ୍‌ ଭାବେ ମଦ ବିକ୍ରି କରୁଥିବା ନଜର ଆସିଛି।

ଗୋଟିଏପଟେ ଦୋକାନୀମାନେ ସରକାରଙ୍କ ନିୟମକୁ ଉଲ୍ଲଙ୍ଘନ କରି ଅଫ୍‌ଲାଇନ୍‌ରେ ମଦ ବିକ୍ରି କରୁଥିବାବେଳେ, ଅନ୍ୟପଟେ ଲୋକମାନେ ବି କରୋନା କଟକଣାକୁ ନ ମାନି ମଦ ପାଇଁ ଦୋକାନ ଆଗରେ ଭିଡ଼ ଜମାଇଛନ୍ତି।

ଭୁବନେଶ୍ୱରର ବାପୁଜୀ ନଗର ଅଞ୍ଚଳରେ ମଦ କିଣିବାକୁ ଲୋକମାନେ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଥିଲା। ଏପରିକି ଲୋକମାନେ ସାମାଜିକ ଦୂରତା ବି ଭୁଲି ଯାଇଥିଲେ। ସେହିପରି ବୁଦ୍ଧନଗରରେ ମଧ୍ୟ ବେଆଇନ୍ ଭାବେ ମଦ ବିକ୍ରି ହେଉଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ୍ ଡିଜି

କୁଷ୍ଠରୋଗୀ କହି ବାସନ୍ଦ କରିଦେଲେ, ପାଇପ୍ ଭିତରେ ବିତୁଛି ଜୀବନ

ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଅଡିଓ ଭାଇରାଲ ପ୍ରସଙ୍ଗ: ଗିରଫ ଲକ୍ଷ୍ମୀକାନ୍ତଙ୍କୁ ଭେଟିଲା କଂଗ୍ରେସ

ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଆଇନ୍‌ ଉଲ୍ଲଙ୍ଘନ ଅଭିଯୋଗରେ କ୍ୟାପିଟାଲ ଥାନା IIC ଗିରିଜା ଚକ୍ରବର୍ତ୍ତୀଙ୍କ ନାଁରେ ଏତଲା ଦେଲା ଓଟିଭି

କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସମ୍ୱଲପୁରରେ ହେବନି ସଟ୍‌ଡାଉନ୍

You might also like